ଅନଲାଇନ କ୍ରିକେଟ୍ ବେଟିଂରେ ଠକାମି: ଦୁଇ ଗିରଫ
କଟକ : ଅନଲାଇନ ଗେମରେ କ୍ରିକେଟ ବେଟିଂ ମାଧ୍ୟମରେ ୧ କୋଟି ୮ ଲକ୍ଷ ଟଙ୍କା ଠକାମି କରିଥିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ଦୁଇଜଣଙ୍କୁ ଗିରଫ କରିଛି । ଦୁଇ ଅଭିଯୁକ୍ତ ହେଉଛନ୍ତି, ପଶ୍ଚିମବଙ୍ଗର ବାସିନ୍ଦା ଏସ୍.କେ. ୱାସିଉଲ୍ ଇସଲାମ୍ ଓରଫ ରୋହନ୍ ଏବଂ ଭୁବନେଶ୍ୱର ଖାରବେଳନଗର ଅଞ୍ଚଳର ଜ୍ୟୋତି ପ୍ରକାଶ ପଲ୍ଲାଇ। ପୋଲିସ ଅଭିଯୁକ୍ତଙ୍କ ଠାରୁ ପାସବୁକ୍, ଚେକ୍, ମୋବାଇଲ୍ ଫୋନ୍, ସିମ୍ କାର୍ଡ, GST ସାର୍ଟିଫିକେଟ୍, ଆଧାର ଏବଂ ପାନ କାର୍ଡ ଜବତ…
