” କଳିଙ୍ଗ ଓ ଦକ୍ଷିଣ ପୂର୍ବ ଏସୀୟ ରାଷ୍ଟ୍ରର ସାଂସ୍କୃତିକ ସାମଞ୍ଜସ୍ୟ ହେଉଛି ଆମ ସମୃଦ୍ଧ ଇତିହାସର ଏକ ଗୌରବମୟ ଅଧ୍ୟାୟ “
ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଇନଷ୍ଟିଚ୍ଯୁଟ୍ ଅଫ୍ ମିଡ଼ିଆ ଷ୍ଟଡ଼ିଜ, ଉତ୍କଳ ବିଶ୍ୱବିଦ୍ୟାଳୟ ଏବଂ ଭାରତ ସରକାରଙ୍କ ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ଠାରେ ଓଡ଼ିଶା ଏବଂ ଦକ୍ଷିଣ-ପୂର୍ବ ଏସିଆର ରାଷ୍ଟ୍ରମାନଙ୍କ ମଧ୍ୟରେ ରହିଥିବା ସାମାଜିକ, ସାହିତ୍ୟିକ, ସାଂସ୍କୃତିକ ଓ ସଭ୍ୟତାଗତ ସାମଞ୍ଜସ୍ୟକୁ ନେଇ ଏକ ଅନ୍ତର୍ଜାତୀୟ ସମ୍ମିଳନୀର ଆୟୋଜନ କରାଯାଇଛି। “କଳିଙ୍ଗ ଓ ଦକ୍ଷିଣ-ପୂର୍ବ ଏସୀୟ ରାଷ୍ଟ୍ରର ସଭ୍ୟତାଗତ ସଂଯୋଗ” ଶୀର୍ଷକ ଉପରେ ଏହି ସମ୍ମିଳନୀ ଆୟୋଜିତ ହେଉଛି।…
