ଭୋଟର ତାଲିକା ସଂଶୋଧନ ଉପରେ ଗୁରୁତ୍ୱ
ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ (BMC) ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଥିବା ଏକାମ୍ର ହଲରେ ଭୁବନେଶ୍ୱର ବିଧାନସଭା କ୍ଷେତ୍ରର -ଏକାମ୍ର,ଉତ୍ତର, ମଧ୍ୟ ଓ ଜଟଣୀ ବିଧାନସଭା କ୍ଷେତ୍ରର ବୁଥ୍ ସ୍ତରୀୟ ଅଧିକାରୀ (BLO) ମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର ଏସ ଗୋପଲନ ଅଧ୍ୟକ୍ଷତା କରି ଭୋଟର ତାଲିକା ସଂଶୋଧନ, ନୂତନ ଭୋଟର ନାମ ଯୋଡ଼ା, ମୃତ ଓ ସ୍ଥାନାନ୍ତରିତ ଭୋଟରଙ୍କ ନାମ ବିଲୋପ,…


