ଓଡ଼ିଶାର ବୌଦ୍ଧ ଐତିହ୍ୟ ଓ ପର୍ଯ୍ୟଟନ ବିକାଶ ଉପରେ ସରକାର ଗୁରୁତ୍ବ ଦେଉଛନ୍ତି: ଉପମୁଖ୍ୟମନ୍ତ୍ରୀ

ଯାଜପୁର/ ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ, ପର୍ଯ୍ୟଟନ ବିଭାଗ ଏବଂ ଯାଜପୁର ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ଦ୍ଵିତୀୟ ଗୁରୁ ପଦ୍ମସମ୍ଭବଙ୍କ ପ୍ରାର୍ଥନା ସମାରୋହ ତଥା ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ ବେଶ୍ ଉତ୍ସାହର ସହ ପାଳନ କରାଯାଉଅଛି। ସମ୍ମିଳନୀର ଚତୁର୍ଥ ଦିନରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବଡ଼ଚଣା ବିଧାୟକ ଅମର କୁମାର ନାୟକ, ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ଦୀପଙ୍କର ମହାପାତ୍ର, ଜିଲ୍ଲାପାଳ ଅମ୍ବର…