ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା: ସ୍ବଛତା ଉପରେ ସର୍ବାଧିକ ଗୁରୁତ୍ୱ

ପୁରୀ: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନଗର ଉନ୍ନୟନ ବିଭାଗ ପାଇଁ ଅନେକ ଆହ୍ୱାନ ରହିଥାଏ। ପୁରୀ ମହାନଗର ନିଗମ ବହୁ ପୂର୍ବରୁ ଚଳିତ ରଥଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ସମସ୍ତଙ୍କ ସହଯୋଗ ଓ ସମ୍ମିଳିତ ଭାବେ କାର୍ଯ୍ୟ କରି,ଉନ୍ନତ ସେବା ଯୋଗାଇ ଶୃଙ୍ଖଳିତ ରଥଯାତ୍ରାକୁ ସଫଳ କରିବା ବୋଲି କହିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା ପାଢ଼ୀ। ଆଗାମୀ ରଥଯାତ୍ରା ପରିପ୍ରେକ୍ଷୀରେ ନଗର ଉନ୍ନୟନ…

ରାଜ୍ୟପାଳ ମହେନ୍ଦ୍ରଗିରି ମେଳାରେ ଯୋଗ ଦେଲେ

ଭୁବନେଶ୍ୱର: ଓଡ଼ିଶାର ରାଜ୍ୟପାଳ ଡଃ ହରି ବାବୁ କମ୍ଭମପାଟି ସୋମବାର ଦିନ ଗଜପତି ଜିଲ୍ଲାର ଜିରାଙ୍ଗସ୍ଥିତ ଶାନ୍ତ ପରିବେଶରେ ଅବସ୍ଥିତ ବୌଦ୍ଧ ମଠ ପରିଦର୍ଶନ କରି ଭଗବାନ ବୁଦ୍ଧଙ୍କୁ ପ୍ରାର୍ଥନା କରି ବିଶ୍ୱଶାନ୍ତି, ସମୃଦ୍ଧି ଏବଂ ସମସ୍ତଙ୍କ ମଙ୍ଗଳ କାମନା କରିଛନ୍ତି। ଏହି ଅବସରରେ ମଠର ସାଧୁସନ୍ଥ ଓ ସ୍ଥାନୀୟ ବାସିନ୍ଦାମାନେ ରାଜ୍ୟପାଳଙ୍କୁ ସ୍ୱାଗତ ଜଣାଇଥିଲେ। ଏହି ପରିଦର୍ଶନ ସମୟରେ ରାଜ୍ୟପାଳ ମଠ ସଦସ୍ୟ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରି ସେମାନଙ୍କର ମତାମତ ଓ…

ସଂସ୍କୃତି ବିଭାଗ ପକ୍ଷରୁ ସମ୍ବଲପୁର ଶୀତଳ ଷଷ୍ଠୀ ପାଇଁ ୧ କୋଟି ୮ଲକ୍ଷ ଟଙ୍କା ଆର୍ଥିକ ଅନୁଦାନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଦେଶ କ୍ରମେ ସମ୍ବଲପୁର ଜିଲ୍ଲା ଶୀତଳ ଷଷ୍ଠୀ ପର୍ବ ପାଳନ ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ୮ଲକ୍ଷ ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ। ଚଳିତ ବର୍ଷ ସମ୍ବଲପୁର ଜିଲ୍ଲାର ସର୍ବମୋଟ ୨୧ଟି କମିଟିଙ୍କୁ ୧ କୋଟି ୮ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତିକୁ ସ୍ୱାଗତ କରିବା ସହ ସଂସ୍କୃତି ମନ୍ତ୍ରୀ…

ପଶ୍ଚିମର ପ୍ରହରୀ ସୋମନାଥ ଓ ପୂର୍ବର ଅଜେୟ ଶକ୍ତି ଲିଙ୍ଗରାଜ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୋମନାଥ ମନ୍ଦିର ପୁନରୁଦ୍ଧାରର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ  ଏକାମ୍ର କ୍ଷେତ୍ରସ୍ଥ ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ‘ସୋମନାଥ ସ୍ୱାଭିମାନ ପର୍ବ’ ଏକ ଆଧ୍ୟାତ୍ମିକ ପରିବେଶରେ  ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଅଭିଭାଷଣରେ ସୋମନାଥ ଓ ଲିଙ୍ଗରାଜଙ୍କ ମଧ୍ୟରେ ଥିବା ଏକ ଅଦୃଶ୍ୟ ଓ ଗଭୀର ସମ୍ପର୍କ ଉପରେ ଆଲୋକପାତ କରି କହିଥିଲେ ସୋମନାଥ ଯଦି ଭାରତର ପଶ୍ଚିମ ପ୍ରହରୀ, ତେବେ ଲିଙ୍ଗରାଜ ହେଉଛନ୍ତି ପୂର୍ବର…

ଲିଙ୍ଗରାଜ ମନ୍ଦିର ସେବାୟତଙ୍କ କଲ୍ୟାଣ ପାଇଁ ସ୍ୱତନ୍ତ୍ର ପ୍ରସ୍ତାବ

ଭୁବନେଶ୍ୱର: ମହାପ୍ରଭୁ ଲିଙ୍ଗରାଜଙ୍କ ସତ୍ତ୍ୱଲିପି କମିଟି ପକ୍ଷରୁ ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ଆଇନ୍‌, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ପ୍ରଦାନ କରାଯାଇଛି। ଜଷ୍ଟିସ୍‌ ଡ. ଦୁର୍ଗା ପ୍ରସନ୍ନ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ପ୍ରଫେସର ପ୍ରଫୁଲ୍ଲ କୁମାର ମିଶ୍ର ସଦସ୍ୟ ଥାଇ ଗଠିତ ଦୁଇଜଣିଆ କମିଟି ମନ୍ଦିରର ସେବା ପୂଜା, ଶୃଙ୍ଖଳିତ ନୀତିକାନ୍ତି, ମନ୍ଦିର ଗର୍ଭଗୃହ ଓ ରୋଷଶାଳା ମରାମତି, ଉଜ୍ଜ୍ଵଳ ଆଲୋକୀକରଣ ବ୍ୟବସ୍ଥା, ସେବାୟତ ପାଇଁ ସ୍ୱତନ୍ତ୍ର ତାଲିମ୍‌ କାର୍ଯ୍ୟକ୍ରମ, ହୁଣ୍ଡି ପରିଚାଳନା, ଜମି ସମସ୍ୟା…

ମହାପ୍ରଭୁ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ଚଳିତ ବର୍ଷ ମହାପ୍ରଭୁ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ରଥଯାତ୍ରାର ସୁପରିଚାଳନା ନିମନ୍ତେ ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ ହାଉସରେ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଛି। ଚଳିତ ବର୍ଷ ଆସନ୍ତା ୨୬ ତାରିଖରେ ରଥଯାତ୍ରା ଓ ୩୦ ତାରିଖରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହେବ। ରଥଯାତ୍ରା ଦିନ ଭୋର ୪ ଘଟିକାରୁ ସାଢେ ଚାରି ଘଟିକା ପର୍ଯ୍ୟନ୍ତ ମଙ୍ଗଳ ଆଳତୀ ଓ ଅବକାଶ, ପରେ ପରେ ୫ ଘଟିକା ପର୍ଯ୍ୟନ୍ତ ସାହଣମେଲା ଦର୍ଶନ…

ଓଡ଼ିଶାର ବୌଦ୍ଧ ଐତିହ୍ୟ ଓ ପର୍ଯ୍ୟଟନ ବିକାଶ ଉପରେ ସରକାର ଗୁରୁତ୍ବ ଦେଉଛନ୍ତି: ଉପମୁଖ୍ୟମନ୍ତ୍ରୀ

ଯାଜପୁର/ ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ, ପର୍ଯ୍ୟଟନ ବିଭାଗ ଏବଂ ଯାଜପୁର ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ଦ୍ଵିତୀୟ ଗୁରୁ ପଦ୍ମସମ୍ଭବଙ୍କ ପ୍ରାର୍ଥନା ସମାରୋହ ତଥା ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ ବେଶ୍ ଉତ୍ସାହର ସହ ପାଳନ କରାଯାଉଅଛି। ସମ୍ମିଳନୀର ଚତୁର୍ଥ ଦିନରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବଡ଼ଚଣା ବିଧାୟକ ଅମର କୁମାର ନାୟକ, ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ଦୀପଙ୍କର ମହାପାତ୍ର, ଜିଲ୍ଲାପାଳ ଅମ୍ବର…