- Administration
- Business
- Development
- Economy
- Emergency
- Employment
- Environment
- Governance
- Local
- National
- Road safety
- Tourism
ଓଡ଼ିଶା ରାଜ୍ୟ ମଧ୍ୟ ଦେଇ ନିର୍ମାଣ ହେବ ୫୨୨ କିଲୋମିଟର ହାଇସ୍ପିଡ୍ କରିଡ଼ର
ଭୁବନେଶ୍ୱର : ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ଏକ୍ସପ୍ରେସ୍ ୱ ତଥା ହାଇସ୍ପିଡ୍ କରିଡ଼ର ନିର୍ମାଣ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଓଡ଼ିଶା ରାଜ୍ୟ ମଧ୍ୟ ଦେଇ ନିର୍ମାଣ ହେବାକୁ ଥିବା ୬ ଲେନ୍ବିଶିଷ୍ଟ ଏହି ନୂତନ ଗ୍ରିନ୍ଫିଲଡ ହାଇସ୍ପିଡ୍ କରିଡ଼ର ନିର୍ମାଣ ନେଇ ପ୍ରସ୍ତାବିତ ନକ୍ସା, ଜିଲ୍ଲା, ଅର୍ଥନୈତିକ ଅଞ୍ଚଳ ଏବଂ ସହର ସଂଯୋଗୀକରଣ ଓ ଜମି…


