ଗ୍ରାମୀଣ ସଂଯୋଗ ଏବଂ ଡିଜିଟାଲ୍ ସେବା ସୁନିଶ୍ଚିତ କରିବା ପାଇଁ ମିଳିଛି “ଡିଜିଟାଲ୍ ଇନିସିଏଟିଭ୍ ଆୱାର୍ଡ”
ଭୁବନେଶ୍ଵର : ରପ୍ତାନି ପ୍ରୋତ୍ସାହନ ଏବଂ ବିପଣନ ନିର୍ଦ୍ଦେଶାଳୟର ଅନଲାଇନ୍ ସେବା (ଡିଇପିଏମ୍ଓଏସ୍) ପ୍ରକଳ୍ପ ପାଇଁ ଜାତୀୟ ସୂଚନା ବିଜ୍ଞାନ କେନ୍ଦ୍ର (ଏନ୍ଆଇସି-ଓଡ଼ିଶା)କୁ “ଡିଜିଟାଲ୍ ଇନିସିଏଟିଭ୍ ଆୱାର୍ଡ”ସମ୍ମାନ ମିଳିଛି। ନୂଆଦିଲ୍ଲୀଠାରେ ଆୟୋଜିତ ଷଷ୍ଠ ଡିଜିଟାଲ୍ ଟ୍ରାନ୍ସଫର୍ମେସନ୍ ସମିଟ୍ ରେ ‘ଗ୍ରାମୀଣ ସଂଯୋଗ ଏବଂ ଡିଜିଟାଲ୍ ସେବା ସୁନିଶ୍ଚିତ ପାଇଁ ଏନ୍ଆଇସି-ଓଡ଼ିଶା ପୁରସ୍କୃତ ହୋଇଛି। ଏନଆଇସି-ଓଡ଼ିଶାର ନିର୍ଦ୍ଦେଶକ (ଆଇଟି) ମହମ୍ମଦ ମୁଜିବୁଲ୍ଲା ଖାନ, ଉପ-ନିର୍ଦ୍ଦେଶକ (ଆଇଟି) ସୁଧାଂଶୁ କୁମାର ମହାପାତ୍ର ଏବଂ ରପ୍ତାନି ପ୍ରୋତ୍ସାହନ ଏବଂ ବିପଣନ ନିର୍ଦ୍ଦେଶାଳୟର…


