ଭିନ୍ନକ୍ଷମମାନଙ୍କ ଅଧିକାର ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ
ଭୁବନେଶ୍ବର: ବିଜେବି କଲେଜଠାରେ ଭିନ୍ନକ୍ଷମମାନଙ୍କ ଅଧିକାର ସମ୍ପର୍କରେ ସଚେତନତା ଓ କୁଇଜ ପ୍ରତିଯୋଗିତା କାର୍ଯ୍ୟକ୍ରମ ଭିନ୍ନକ୍ଷମ ଆୟୁକ୍ତଙ୍କ ଦ୍ବାରା ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଅଭିଭାଷଣରେ ଭିନ୍ନକ୍ଷମ ଆୟୁକ୍ତ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ଯୁବସମାଜ ନିମନ୍ତେ ରହିଥିବା ଆହ୍ବାନ ବିଷୟରେ ଧାରଣ ଦେଇ କହିଥିଲେ ଯେ, ଆଇନ ଭିନ୍ନକ୍ଷମ ମାନଙ୍କୁ ମଧ୍ୟ ସମାଜରେ ସମ୍ମାନର ସହ ବଞ୍ଚିବାର ଅଧିକାର ପ୍ରଦାନ କରିଛନ୍ତି ଓ ଆଇନକୁ ସମାନ ଦେଇ ଛାତ୍ର ସମାଜ, ଯେଉଁମାନେ ଭବିଷ୍ୟତର ନାଗରିକ, ସେମାନଙ୍କ ଦାୟିତ୍ବ ତଥା…


