ମୟୂରଭଞ୍ଜ ଏବଂ ବାଲେଶ୍ୱରରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟରେ ଓଡ୍ରାଫ ଟିମ ନିୟୋଜିତ
ବାଲେଶ୍ୱର : ଉତ୍ତର ଓଡିଶାର ବାଲେଶ୍ୱର ଓ ମୟୁରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଏବଂ ଜଳକା ଭଳି ପ୍ରମୁଖ ନଦୀର ଜଳସ୍ତର ବୃଦ୍ଧି ପରେ ବନ୍ୟା ପରିସ୍ଥିତି ଦେଖା ଯାଇଥିଲା। ଏହି ପରିପ୍ରେକ୍ଷୀରେ ଓଡ଼ିଶା ବିପର୍ଯ୍ୟୟ ରାପିଡ୍ ଆକ୍ସନ ଫୋର୍ସ (ODRAF) ବନ୍ୟା ପ୍ରଭାବିତ ଉଭୟ ଜିଲ୍ଲାରେ ବ୍ୟାପକ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟରେ ନିରନ୍ତର ନିୟୋଜିତ ହୋଇଛି। ଓଡ୍ରାଫ ଟିମ ଲୋକଙ୍କ ଧନ ଜୀବନ ସୁରକ୍ଷିତ କରିବାରେ ପ୍ରମୁଖ ଭୁମିକା ଗ୍ରହଣ…


