ସୁରକ୍ଷିତ ବାଷ୍ପୀତ୍ର ଚାଳନ ତାଲିମ କର୍ମଶାଳା
ଭୁବନେଶ୍ବର: ବାଷ୍ପୀତ୍ର ଚାଳନରେ ସୁରକ୍ଷା ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଅବସ୍ଥିତ କଳ କାରଖାନା ମାନଙ୍କ ରେ ନିୟୋଜିତ ବାଷ୍ପୀତ୍ର ପରିଚାରକ ( Boiler Operator ) ମାନଙ୍କର ଦକ୍ଷତା ବୃଦ୍ଧି ସହିତ ସେମାନଂକୁ ପାରଦର୍ଶୀ କରିବା ଉଦ୍ଦେଶ୍ୟରେ କାରଖାନା ଏବଂ ବାଷ୍ପୀତ୍ର ନିର୍ଦ୍ଦେଶାଳୟ ପକ୍ଷରୁ ରାଜ୍ୟ ଶ୍ରମ ପ୍ରତିଷ୍ଠାନ ଆନୁକୁଲ୍ୟରେ ଭୁବନେଶ୍ବର ଲୋକସେବା ଭବନା ସ୍ଥିତ କନଭେନସନ ସେଣ୍ଟରରେ ଏକ ତାଲିମ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି l ମୁଖ୍ଯଅତିଥି ଶ୍ରମ ବିଭାଗ ଅତିରିକ୍ତ ଶାସନ…
