ଜେରିଆଟ୍ରିକ୍ ସୋସାଇଟି ଅଫ୍ ଇଣ୍ଡିଆର ବାର୍ଷିକ ମଧ୍ୟବର୍ତ୍ତୀକାଳୀନ ସମ୍ମିଳନୀ
ଭୁବନେଶ୍ୱର: ବୟସ୍କମାନଙ୍କୁ ବୋଝ ନ ଭାବି ସମ୍ପତ୍ତି ଭାବେ ସମ୍ମାନ ପ୍ରଦର୍ଶନ କରିବା ଉପରେ ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଗୁରୁତ୍ୱାରୋପ କରିଛନ୍ତି। ଚଳିତ ଜୁନ ୨୧ ତାରିଖ ଦିନ ହାଇଟେକ୍ ମେଡିକାଲ କଲେଜ ଆଣ୍ଡ୍ ହସ୍ପିଟାଲ୍ ଠାରେ ଜେରିଆଟ୍ରିକ୍ ସୋସାଇଟି ଅଫ୍ ଇଣ୍ଡିଆର ଜାତୀୟ ବାର୍ଷିକ ମଧ୍ୟବର୍ତ୍ତୀକାଳୀନ ସମ୍ମିଳନୀକୁ ରାଜ୍ୟପାଳ ଉଦଘାଟନ କରି ଏହା କହିଛନ୍ତି । ସମାରୋହରେ ଉଦବୋଧନ ଦେଇ ରାଜ୍ୟପାଳ କହିଥିଲେ ଯେ, ଆମ ପରିବାର, ସମାଜ ଓ ରାଷ୍ଟ୍ର ପ୍ରତି…


