ରାଜ୍ୟରେ ଉପଗ୍ରହ ଉତ୍‌କ୍ଷେପଣ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବ

ଭୁବନେଶ୍ୱର : ରାଜ୍ୟରେ ବୈଜ୍ଞାନିକ ଗବେଷଣା ଓ ଏ ସଂକ୍ରାନ୍ତୀୟ ବିଭିନ୍ନ ପ୍ରକଳ୍ପ ଉପରେ ରାଜ୍ୟ ସରକାର ଯଥେଷ୍ଟ ଧ୍ୟାନ ଦେବା ସହ ଯୁବ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଜ୍ଞାନଭିତ୍ତିକ ଅନିସନ୍ଧିଚ୍ଛୁ ଜାଗ୍ରତ କରିବା ଉପରେ କାର୍ଯ୍ୟ କରୁଛନ୍ତି। ରାଜ୍ୟରୁ ଉତ୍ପାଦିତ ବିଭିନ୍ନ ସାମଗ୍ରୀ ଦେଶର ହିତରେ ଯେଭଳି ଲାଗିବ, ସେଥି ପ୍ରତି ସରକାର ଯତ୍ନବାନ ଅଛନ୍ତି ବୋଲି ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ଓଡ଼ିଶା ମହାକାଶ ଉପଯୋଗ କେନ୍ଦ୍ରରେ…

ଭୁବନେଶ୍ୱରରେ ଓଡ଼ିଶାର ପ୍ରଥମ ଡିପ୍ ନ୍ୟୁରାଲ୍ ନେଟୱାର୍କ ଫର ଏରୋସ୍ପେସ୍ ଆଣ୍ଡ ଡିଫେନ୍ସ ଲାବୋରେଟୋରୀ

ଭୁବନେଶ୍ୱର: କୃତ୍ରିମ ବୁଦ୍ଧିମତ୍ତା ଏବଂ ପରବର୍ତ୍ତୀ ପିଢ଼ିର ପ୍ରତିରକ୍ଷା ପ୍ରଯୁକ୍ତିବିଦ୍ୟାରେ ଜାତୀୟ କ୍ଷମତା ବୃଦ୍ଧି କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଆଜି ଓଡ଼ିଶାର ପ୍ରଥମ ଅତ୍ୟାଧୁନିକ ଡିପ୍ ନ୍ୟୁରାଲ୍ ନେଟୱାର୍କ (DNN) ଲାବୋରେଟୋରୀକୁ ଉଦଘାଟନ କରିଛନ୍ତି। ଏହି ଲାବୋରେଟୋରୀ ଭୁବନେଶ୍ୱରର ନୟାପଲ୍ଲୀରେ କ୍ରିଷ୍ଟେଲାର ଡିଫେନ୍ସ ଆଣ୍ଡ ଏରୋସ୍ପେସ୍ କାର୍ଯ୍ୟାଳୟ ପରିସରରେ ପ୍ରତିଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟର ବରିଷ୍ଠ ସରକାରୀ ଅଧିକାରୀ, ପ୍ରତିରକ୍ଷା ବିଶେଷଜ୍ଞ, ଶିକ୍ଷାବିତ୍…

ଭାରତୀୟ ଅନ୍ତରୀକ୍ଷ ଷ୍ଟେସନ ଓଜନ ୫୦ ଟନ ହେବ

ନୂଆଦିଲ୍ଲୀ: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ତାହାର ନିଜସ୍ୱ ମହାକାଶ ଷ୍ଟେସନ କକ୍ଷପଥରେ ଅବସ୍ଥାପିତ କରିବା ଯୋଜନା କାର୍ଯ୍ୟକାରୀ କରିବାକୁ ପ୍ରସ୍ତୁତ ହେଉଛି । ଏହା ଭାରତର ମହାକାଶ ଗବେଷଣା ଲକ୍ଷ୍ୟ ହାସଲ ଦିଗରେ ଏକ ଐତିହାସିକ ପଦକ୍ଷେପ ହେବାକୁ ଯାଉଛି ବୋଲି ଇସ୍ରୋ ଅଧ୍ୟକ୍ଷ ଭି ନାରାୟଣନ କହିଛନ୍ତି । ଏହି ମହାକାଶ କେନ୍ଦ୍ରର ଓଜନ ୫୦ ଟନ ହେବ ଏବଂ ଏହା ଭାରତକୁ ବିଶ୍ୱର କିଛି ହାତଗଣତି ରାଷ୍ଟ୍ରଗୁଡିକ ମଧ୍ୟରେ ସ୍ଥାନିତ କରିବ…