୧୪ ବର୍ଷରୁ କମ୍ ପ୍ରତିଯୋଗିତାରେ ଉଭୟ ବର୍ଗରେ ଓଡ଼ିଶା ଜାତୀୟ ବିଦ୍ୟାଳୟ ସମୂହ ରଗବୀ ଚାମ୍ପିଅନ
ଭୁବନେଶ୍ୱର: ୬୯ତମ ଜାତୀୟ ବିଦ୍ୟାଳୟ ସମୂହ ରଗବୀ ଚାମ୍ପିଅନସିପ୍ ୨୦୨୫–୨୬ ର ୧୪ ବର୍ଷରୁ କମ୍ ବର୍ଗରେ ଉଭୟ ବାଳକ ଓ ବାଳିକା ବର୍ଗରେ ଓଡ଼ିଶା ବିଜୟୀ ହୋଇଛି ଏବଂ ଏଥିସହ ୫ ଦିନ ଧରି ଚାଲିଥିଲା ଜାତୀୟସ୍ତରୀୟ ପ୍ରତିଯୋଗିତା ଉଦଯାପିତ ହୋଇଛି। ୧୪ ବର୍ଷରୁ କମ୍ ଉଭୟ ବର୍ଗରେ ବିହାର ରନର୍ସଅପ୍ ହୋଇଥିବା ବେଳେ ମହାରାଷ୍ଟ୍ର ତୃତୀୟ ସ୍ଥାନ ଅଧିକାର କରିଛି। କଳିଙ୍ଗ ଷ୍ଟାଡିୟମ୍ରେ ଆୟୋଜିତ ଉଦଯାପନୀ ସମାରୋହରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟ…


