ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ ମନ୍ତ୍ରୀ

ଭୁବନେଶ୍ୱର: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ ପହଞ୍ଚିବା ପରେ, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କଳିଙ୍ଗ ଷ୍ଟାଡିୟମ୍‌ଠାରେ ସେମାନଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଜଣାଇଛନ୍ତି। ଖେଳାଳିମାନଙ୍କ ସହ ଆଲୋଚନା କରି ମନ୍ତ୍ରୀ ଶ୍ରୀ ସୂରଜ କହିଛନ୍ତି ଯେ, ସେମାନେ ଓଡ଼ିଶାର ଗୌରବ…

କଳିଙ୍ଗ ଷ୍ଟାଡିୟମରେ ୭୬ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍–୨୦୨୬ ଉଦଘାଟିତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆଜି ୭୬ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍–୨୦୨୬ର ଶୁଭାରମ୍ଭ ହୋଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ତଥା ପୂର୍ବତନ ଆଇପିଏସ୍ ଅଧିକାରୀ ପ୍ରକାଶ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚାମ୍ପିୟନସିପ୍‌କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଏହି ଅବସରରେ ଶ୍ରୀ ମିଶ୍ର କହିଥିଲେ ଯେ, ଭାରତୀୟ ହକିର ବିକାଶ ଓ ଲୋକପ୍ରିୟତାରେ ଓଡ଼ିଶାର ଅବଦାନ ଅତୁଳନୀୟ। ଭାରତୀୟ ହକି ଟିମ୍‌କୁ ରାଜ୍ୟ ସରକାରଙ୍କ ନିରନ୍ତର ପୃଷ୍ଠପୋଷକତା ଜାରି ରହିଛି। ଭାରତୀୟ ଜାତୀୟ…

‘ଓଡ଼ିଶାରେ ପ୍ରତିଭାର ଅଭାବ ନାହିଁ’

ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କ ନେତୃତ୍ୱ, ସୃଜନଶୀଳତା ଓ ନବସୃଜନକୁ ଜାତୀୟ ସ୍ତରରେ ନୂଆ ପରିଚୟ ଦେବା ଉଦ୍ଦେଶ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏକ ସାମ୍ବାଦିକ ସମ୍ମିଳନୀରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ (VBYLD)-୨୦୨୭’ସମ୍ପର୍କରେ ସୂଚନା ଦେଇଛନ୍ତି। କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଅଧୀନସ୍ଥ ‘MY Bharat’ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଏହି ଅଭିଯାନ ମାଧ୍ୟମରେ ଯୁବମାନଙ୍କୁ ‘ବିକଶିତ ଭାରତ @୨୦୪୭’ର ଲକ୍ଷ୍ୟ ପ୍ରତି ନିଜର…

ସୌମ୍ୟରଞ୍ଜନ ବେହେରାଙ୍କୁ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର

ଭୁବନେଶ୍ୱର: ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟରଠାରେ ରାଜ୍ୟସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟର କୃତୀ କ୍ରୀଡ଼ାବିତ୍, ପ୍ରଶିକ୍ଷକ ଓ ସାହସୀ ବ୍ୟକ୍ତିବିଶେଷଙ୍କୁ ମର୍ଯ୍ୟାଦାଜନକ ବିଜୁ ପଟ୍ଟନାୟକ କ୍ରୀଡ଼ା ଏବଂ ସାହସିକତା ପୁରସ୍କାର ପ୍ରଦାନ କରିଛନ୍ତି।  ହକିର ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କ ପବିତ୍ର ଜୟନ୍ତୀରେ ତାଙ୍କ ସ୍ମୃତି ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରି ମୁଖ୍ୟମନ୍ତ୍ରୀ ସମଗ୍ର ରାଜ୍ୟବାସୀଙ୍କୁ ଜାତୀୟ କ୍ରୀଡ଼ା…

ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ୨ଟି ସ୍ୱର୍ଣ୍ଣ, ୨ଟି ରୌପ୍ୟ ଏବଂ ୩ ଟି କାଂସ୍ୟ ପଦକ ହାସଲ

ଭୁବନେଶ୍ୱର: ସିବିଏସ୍‌ଇ କ୍ଲଷ୍ଟର ଚାମ୍ପିଅନସିପ୍ ୨୦୨୬–୨୭ରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ (EMRS), କରଞ୍ଜିଆର ଛାତ୍ରଛାତ୍ରୀମାନେ ଚମତ୍କାର ପ୍ରଦର୍ଶନ କରି ରାଜ୍ୟ ପାଇଁ ଗୌରବ ଆଣିଦେଇଛନ୍ତି। ଆଥଲେଟିକ୍ସରେ ବିଦ୍ୟାଳୟ ୨ଟି ସ୍ୱର୍ଣ୍ଣ, ୨ଟି ରୌପ୍ୟ ଏବଂ ୩ ଟି କାଂସ୍ୟ ପଦକ ହାସଲ କରିଛି। ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ଛତିଶଗଡ଼ର ୩୦୦ରୁ ଅଧିକ ବିଦ୍ୟାଳୟର ପ୍ରାୟ ୧,୨୫୨ ଜଣ ପ୍ରତିଯୋଗୀଙ୍କ ମଧ୍ୟରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାର ମୁଖ୍ୟ ଆକର୍ଷଣ ଥିଲେ ୧୪ ବର୍ଷରୁ…

ଭୁବନେଶ୍ୱରରେ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍ ସିଲଭର ମିଟ୍‌

ଭୁବନେଶ୍ୱର: କ୍ରୀଡ଼ାରେ ରେକର୍ଡ ଭାଙ୍ଗିଥାଏ ଓ ପଦକ ହାତବଦଳ ହୋଇପାରେ, କିନ୍ତୁ ଚରିତ୍ର, ଦୃଢ଼ତା ଓ ଶୃଙ୍ଖଳା ଚିରସ୍ଥାୟୀ। ଭୁବନେଶ୍ୱରରେ ହେବାକୁ ଥିବା ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍ ସିଲଭର ମିଟ୍‌ ପୂର୍ବରୁ ଶୁକ୍ରବାର ସନ୍ଧ୍ୟାରେ ଏହା କହିଛନ୍ତି ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି। ପ୍ରତିଯୋଗିତା ପୂର୍ବସନ୍ଧ୍ୟାରେ ଆୟୋଜିତ ସ୍ୱାଗତ ଭୋଜିରେ ଯୋଗଦେଇ ରାଜ୍ୟପାଳ ବିଶ୍ୱର ବିଭିନ୍ନ ଦେଶରୁ ଆସିଥିବା କ୍ରୀଡ଼ାବିତ୍‌, ପ୍ରଶିକ୍ଷକ, ଅଧିକାରୀ ଓ ଅତିଥିମାନଙ୍କୁ ସ୍ୱାଗତ କରିଥିଲେ। କଳିଙ୍ଗ ଷ୍ଟାଡିୟମ୍‌ ଏକ ଉଚ୍ଚମାନର…

‘ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍’ ମିଟ୍ ରେ ୨୭ ଟି ଦେଶରୁ ମୋଟ ୧୮୮ ଜଣ ଆଥଲେଟ୍ ଅଂଶଗ୍ରହଣ କରିବେ

ଭୁବନେଶ୍ୱର: ୧୭ ଅଗଷ୍ଟ ୨୦୨୬: ଓଡ଼ିଶାର କ୍ରୀଡ଼ା ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିବାକୁ ଯାଉଛି। ଆସନ୍ତା ଅଗଷ୍ଟ ୨୨ ତାରିଖରେ ଭୁବନେଶ୍ୱରର ପ୍ରସିଦ୍ଧ କଳିଙ୍ଗ ଷ୍ଟାଡିୟମରେ ପ୍ରସିଦ୍ଧ ‘ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍’ ଅନୁଷ୍ଠିତ ହେବ। ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ, ଭାରତୀୟ ଆଥଲେଟିକ୍ସ ମହାସଂଘ (AFI) ଏବଂ ୱାର୍ଲ୍ଡ ଆଥଲେଟିକ୍ସର ମିଳିତ ସହଯୋଗରେ ଏହି ବିଶାଳ ପ୍ରତିଯୋଗିତା ଆୟୋଜିତ ହେଉଛି। ଗତବର୍ଷ ଏହା ବ୍ରୋଞ୍ଜ ସ୍ତରର ହୋଇଥିବା ବେଳେ,…

ଓଡ଼ିଶା ପୋଲିସ କୃତୀ କ୍ରୀଡ଼ାବିତଙ୍କୁ ଡିଜିପି ସମ୍ବର୍ଦ୍ଧିତ କଲେ

ଭୁବନେଶ୍ୱର: ଜାତୀୟସ୍ତରର ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତାରେ ଓଡ଼ିଶା ପୋଲିସର କ୍ରୀଡାବିତମାନଙ୍କ ଚମକ ପୁଣିଥରେ ଦେଖିବାକୁ ମିଳିଛି।  ସର୍ବଭାରତୀୟ ସ୍ତରର ବିଭିନ୍ନ ପ୍ରତିଯୋଗିତାରେ 12 ଜଣ କ୍ରୀଡାବିତ ଉଲ୍ଲେଖନୀୟ ସଫଳତା ହାସଲ କରି ଓଡିଶା ପୋଲିସ ତଥା ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଏହି ଅବସରରେ ଭୁବନେଶ୍ୱରସ୍ଥିତ କମିଶନରେଟ୍ ପୋଲିସ ମୁଖ୍ୟାଳୟଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ସମ୍ବର୍ଦ୍ଧନା ଉତ୍ସବରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ  କୃତୀ ଖେଳାଳିମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଜୁଲାଇ ୨୩…

ବିହାର କ୍ରୀଡ଼ା ମନ୍ତ୍ରୀଙ୍କ ଚାରିଦିନିଆ ଓଡ଼ିଶା ଗସ୍ତ ଶେଷ

ଭୁବନେଶ୍ୱର: ବିହାର ସରକାରଙ୍କ କ୍ରୀଡ଼ା ଓ ଉଦ୍ୟୋଗ ମନ୍ତ୍ରୀ ଶ୍ରେୟସୀ ସିଂହଙ୍କ ଚାରିଦିନିଆ ଓଡ଼ିଶା ଗସ୍ତ ଭୁବନେଶ୍ୱରରେ ଅବସ୍ଥିତ କଳିଙ୍ଗ ଷ୍ଟାଡିୟମରେ  ଶେଷ ହୋଇଛି। ଗସ୍ତର ଶେଷ ଦିନରେ ସେ ଓଡ଼ିଶାର କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରିଥିଲେ। ଦୁଇ ରାଜ୍ୟ ମଧ୍ୟରେ କ୍ରୀଡ଼ା କ୍ଷେତ୍ରରେ ସହଯୋଗ, ଖେଳାଳିଙ୍କ ଆଦାନପ୍ରଦାନ, କ୍ରୀଡ଼ା ବିଜ୍ଞାନର ବ୍ୟବହାର ଏବଂ ତୃଣମୂଳ ସ୍ତରରୁ ନୂଆ ପ୍ରତିଭା ଖୋଜିବା ଉପରେ ଏହି ବୈଠକରେ…

ଓଡିଶା ରାଜ୍ୟ ବିଦ୍ୟାଳୟ କ୍ରୀଡ଼ା ସଂଗଠନର କାଯ୍ୟକାରିଣୀ କମିଟି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ଓଡିଶା ରାଜ୍ୟ ବିଦ୍ୟାଳୟ କ୍ରୀଡ଼ା ସଂଗଠନର କାଯ୍ୟକାରିଣୀ କମିଟି ବୈଠକ  ଓଡିଶା ରାଜ୍ୟ ଭାରତ ସ୍କାଉଟ ଓ ଗାଇଡ଼ ଭବନରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ବୀରେନ୍ଦ୍ର କର୍କରା, ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା ତଥା ରାଜ୍ୟ ବିଦ୍ୟାଳୟ କ୍ରୀଡା ସଂଗଠନ କାଯ୍ୟକାରିଣୀ କମିଟିର ଅଧ୍ୟକ୍ଷ ଉପସ୍ଥିତ ଥିଲେ। ଏଥିସହ ନିବେଦିତା ପାଣି, ଅତିରିକ୍ତ ନିର୍ଦ୍ଦେଶିକ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ, ଶୁଭ୍ରବାଳା ବେହେରା, ସମ୍ପାଦକ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶା, ଚନ୍ଦ୍ରମଣି ନାୟକ, ସମ୍ପାଦକ, ଓଡ଼ିଶା…