ଓଡ଼ିଆ ଖେଳାଳୀ ତନଭି ପତ୍ରିଙ୍କୁ ଦ୍ବିମୁକୁଟ
ଭୁବନେଶ୍ୱର : ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ପରିସରସ୍ଥ ଡାଲମିଆ ଭାରତ ଗୋପିଚାନ୍ଦ ବେଡ଼ମିଣ୍ଟନ ଉତ୍କର୍ଷ କେନ୍ଦ୍ର (ସଟଲ) ରେ ଆୟୋଜିତ ୩୭ତମ ଜାତୀୟ ସବ ଜୁନିଅର ବ୍ୟାଡ଼ମିଣ୍ଟନ ଚମ୍ପିୟାନସିପ୍ ଉଦ୍ଯାପିତ ହୋଇଯାଇଛି l ଚୂଡାନ୍ତ ଦିବସରେ ଖେଳାଯାଇଥିବା ୧୫ ଓ ୧୭ ବର୍ଷରୁ କମ୍ ଉଭୟ ବିଭାଗରେ ଓଡ଼ିଆ ଖେଳାଳୀ ତନଭି ପତ୍ରି ବିଜୟୀ ହୋଇ ଦ୍ବିମୁକୁଟ ଲାଭ କରିଛନ୍ତି। ୧୫ବର୍ଷ ରୁ କମ୍ ବୟସ ବର୍ଗର ଫାଇନାଲରେ ତନଭି ତେଲେଙ୍ଗାନାର ଅବନୀ ବିକ୍ରମ ଗୋବିନ୍ଦଙ୍କୁ 21-9…


