ଜାତୀୟ ଭୋଭିନାମ ମାର୍ସଲ ଆର୍ଟ ଚମ୍ପିୟାନସିପ ୨୦୨୫ରେ ଓଡ଼ିଶା ପୋଲିସର 3 ଜଣ ଯୁବ କ୍ରୀଡ଼ାବିତ ପଦକ ବିଜୟୀ
କଟକ: ନୂଆଦିଲ୍ଲୀ ଠାରେ ଅନୁଷ୍ଠିତ ହୋଇଥିବା 14 ତମ ଜାତୀୟ ଭୋଭିନାମ ମାର୍ସଲ ଆର୍ଟ ଚମ୍ପିୟାନସିପ ୨୦୨୫ରେ ଓଡ଼ିଶା ପୋଲିସର 3 ଜଣ ଯୁବ କ୍ରୀଡ଼ାବିତ (2ଟି ସ୍ଵର୍ଣ୍ଣ ଓ 3ଟି ରୌପ୍ୟ ପଦକ) ବିଜୟୀ ହୋଇ ରାଜ୍ୟ ପୋଲିସକୁ ଗୌରବାନ୍ୱିତ କରିଛନ୍ତି। OISF, ଭୁବନେଶ୍ୱରରେ କାର୍ଯ୍ୟରତ କନଷ୍ଟେବଳ ବର୍ଷା ନାଥ ଭୋଭିନାମ ମାର୍ସଲ ଆର୍ଟ ବିଭାଗରେ ସ୍ୱର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି। ସେହିପରି କନଷ୍ଟେବଳ ବିଶ୍ୱଜିତ ରାଉତ 81 କେଜି ବର୍ଗରୁ ଅଧିକ ଜାତୀୟ ଭୋଭିନାମ…


