ଚାମ୍ପିଅନ ଓଡ଼ିଶା ହ୍ଵିଲ ଚେୟାର ରଗବୀ ଦଳକୁ ସମ୍ବର୍ଦ୍ଧିତ କଲା ବାଣିଜ୍ୟ ଓ ପରିବହନ ବିଭାଗ

ଭୁବନେଶ୍ୱର: ଓଡ଼ିଶା ହ୍ୱିଲଚେୟାର ରଗବି ଦଳ ୭ମ ଜାତୀୟ ହ୍ୱିଲଚେୟାର ରଗବି ଚାମ୍ପିଅନସିପ୍ ୨୦୨୫ରେ ବିଜୟୀ ହୋଇ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଅତୁଳନୀୟ ଉତ୍ସାହ, ଶୃଙ୍ଖଳା ଏବଂ ଦଳଗତ କାର୍ଯ୍ୟ ପାଇଁ ସେମାନେ ଜାତୀୟ ସ୍ତରରେ ସୁନାମ ଅର୍ଜନ କରିପାରିଛନ୍ତି। ଏହି ଟିମରେ ଏମିତି ତିନି ଜଣ ସଦସ୍ୟ ରହିଥିଲେ, ଯେଉଁମାନେ ଦିନେ ସଡ଼କ ଦୁର୍ଘଟଣା ଯୋଗୁଁ ଦିବ୍ୟାଙ୍ଗ ପାଲଟିଯାଇଛନ୍ତି। କିନ୍ତୁ, ହାର୍ ନ ମାନି ଜୀବନରେ ଜୟଯାତ୍ରା ସହ ଆଗକୁ ବଢ଼ୁଛନ୍ତି। ଏହି ଉଲ୍ଲେଖନୀୟ…

କଳିଙ୍ଗ ଷ୍ଟାଡ଼ିୟମରେ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍

ଭୁବନେଶ୍ୱର: ଭାରତୀୟ ଆଥଲେଟିକ୍ସ ମହାସଂଘ, ଓଡ଼ିଶା ଆଥଲେଟିକ୍ସ ସଂଘ ଏବଂ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ ଠାରେ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍‌ର ଆୟୋଜନ କରାଯାଇଛି। ଅକ୍ଟୋବର ୧୦ ତାରିଖ ଠାରୁ ଅକ୍ଟୋବର ୧୪ ତାରିଖ ପର୍ଯ୍ୟନ୍ତ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ। ପ୍ରତିଯୋଗିତାରେ ବିଭିନ୍ନ ରାଜ୍ୟରୁ ପ୍ରାୟ ୨୦୦୦ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିବେ। ଓଡ଼ିଶାରୁ ୩୮ଜଣ ପୁରୁଷ ଏବଂ ୩୭ଜଣ ମହିଳା ସର୍ବମୋଟ ୭୫ଜଣ…

ଏସୀୟ ଟେବୁଲ୍ ଟେନିସ ଟିମ୍ ଚମ୍ପିୟାନସିପ ପାଇଁ ଟ୍ରଫି ଅନାବରଣ ଓ ଟ୍ରଫି ଟୁର ବସର ଉଦ୍ଘାଟନ

ଭୁବନେଶ୍ୱର, ୬/୧୦ : ଚଳିତ ମାସ ୧୧ ତାରିଖରୁ ୧୫ ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ଆୟୋଜିତ ହେବ ୨୮ତମ ଏସୀୟ ଟେବୁଲ୍ ଟେନିସ୍ ଟିମ୍ ଚାମ୍ପିଅନସିପ୍। ଏନେଇ କଳିଙ୍ଗ ଷ୍ଟାଡିୟମର ଇଣ୍ଡୋର୍ ଆଥେଲେଟ୍ସିକ ସେଣ୍ଟରଠାରେ ମାନ୍ୟବର ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଦ୍ଵାର ଟ୍ରଫି ଅନାବରଣ ଓ ଟ୍ରଫି ଟୁର ବସର ଶୁଭ ଉଦ୍ଘାଟନ ହୋଇଛି। ଆଗାମୀ ଦିନରେ ହେବାକୁ ଥିବା ଏହି ପ୍ରତିଯୋଗିତା ପାଇଁ କଟକ, ଭୁବନେଶ୍ୱର ଏବଂ…

ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍ ପ୍ରତିଯୋଗିତାରେ ଭାଗନେବେ ୨୨ ଦେଶର କ୍ରୀଡ଼ାବିତ୍‌

ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ ଥର ପାଇଁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍ ପ୍ରତିଯୋଗିତାର ଆୟୋଜନ କରାଯିବ। ଅକ୍ଟୋବର ମାସ ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ୍ ଆଥଲେଟିକ୍ସ ସେଣ୍ଟର ଠାରେ ୨୮ତମ ଆଇଆଇଟିଏଫ-ଏଟିଟିୟୁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ-୨୦୨୫ (28th ITTF-ATTU Asian Table Tennis Team Championships 2025) ର ଆୟୋଜନ କରାଯିବ। ଅନ୍ତର୍ଜାତୀୟ ଟେବୁଲ ଟେନିସ୍‌ ମହାସଂଘ, ଭାରତୀୟ ଟେବୁଲ ଟେନିସ୍‌ ମହାସଂଘ, ଏସିଆନ୍‌ ଟେବୁଲ ଟେନିସ୍‌…

ଜାତୀୟ ଭୋଭିନାମ ମାର୍ସଲ ଆର୍ଟ ଚମ୍ପିୟାନସିପ ୨୦୨୫ରେ ଓଡ଼ିଶା ପୋଲିସର 3 ଜଣ ଯୁବ କ୍ରୀଡ଼ାବିତ ପଦକ ବିଜୟୀ

କଟକ: ନୂଆଦିଲ୍ଲୀ ଠାରେ ଅନୁଷ୍ଠିତ ହୋଇଥିବା 14 ତମ ଜାତୀୟ ଭୋଭିନାମ ମାର୍ସଲ ଆର୍ଟ ଚମ୍ପିୟାନସିପ ୨୦୨୫ରେ ଓଡ଼ିଶା ପୋଲିସର 3 ଜଣ ଯୁବ କ୍ରୀଡ଼ାବିତ  (2ଟି ସ୍ଵର୍ଣ୍ଣ ଓ 3ଟି ରୌପ୍ୟ ପଦକ) ବିଜୟୀ ହୋଇ  ରାଜ୍ୟ ପୋଲିସକୁ ଗୌରବାନ୍ୱିତ କରିଛନ୍ତି।  OISF, ଭୁବନେଶ୍ୱରରେ କାର୍ଯ୍ୟରତ କନଷ୍ଟେବଳ ବର୍ଷା ନାଥ ଭୋଭିନାମ ମାର୍ସଲ ଆର୍ଟ ବିଭାଗରେ  ସ୍ୱର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି। ସେହିପରି କନଷ୍ଟେବଳ ବିଶ୍ୱଜିତ ରାଉତ 81 କେଜି ବର୍ଗରୁ ଅଧିକ ଜାତୀୟ ଭୋଭିନାମ…

ରାଜ୍ୟ ପୁଲିସ ଫୁଟବଲ ପ୍ରତିଯୋଗିତା- ୨୦୨୫ ଉଦଯାପିତ

ଭୁବନେଶ୍ୱର:  ସୁନ୍ଦରଗଡର ଜିଲ୍ଲା ଷ୍ଟାଡିୟମରେ ୮୦ତମ ରାଜ୍ୟ ପୁଲିସ ଫୁଟବଲ ପ୍ରତିଯୋଗିତା- ୨୦୨୫ ଆନୁଷ୍ଠାନିକ ଭାବେ ଉଦଯାପିତ ହୋଇଯାଇଛି। ଏହି ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଡିଆଇଜି (ପଶ୍ଚିମାଞ୍ଚଳ) ବ୍ରିଜେଶ କୁମାର ରାୟ ଯୋଗ ଦେଇ ଚାମ୍ପିୟନ  ସୁନ୍ଦରଗଡ ଟିମକୁ ଟ୍ରଫି ପ୍ରଦାନ କରିଥିଲେ। ଏହାସହ ରନର୍ସ ଅପ ଟ୍ରଫି ଝାରସୁଗୁଡା ଟିମକୁ  ପ୍ରଦାନ କରିଥିଲେ। ଉଲ୍ଲେଖଯୋଗ୍ୟ ଯେ, ସୁନ୍ଦରଗଡ ପୋଲିସ ଟିମ  ଓ ଝାରସୁଗୁଡା ପୋଲିସ ଟିମ ମଧ୍ୟରେ ଫାଇନାଲ ମ୍ଯାଚ ଅନୁଷ୍ଠିତ ହୋଇଥିଲା।…

ପୋଲିସର 41ଜଣ ଶ୍ରେଷ୍ଠ କ୍ରୀଡ଼ାବିତ ସମ୍ବର୍ଦ୍ଧିତ

କଟକ: କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିନ ତଥା ଜାତୀୟ କ୍ରୀଡା ଦିବସ ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଓଡିଶା ପୋଲିସର 41ଜଣ ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। କଟକ ଆଇପିଏସ ମେସସ୍ଥିତ ଆର.କେ. ପାଢ଼ୀ ମେମୋରିଆଲ ହଲ ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ସମ୍ବର୍ଦ୍ଧନା ସମାରୋହରେ ଡିଜିପି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡିଶା ପୋଲିସର କ୍ରୀଡ଼ାବିତଙ୍କ ଉଚ୍ଚ ପ୍ରଶଂସା କରିବା ସହ ସେମାନଙ୍କ ଅସାଧାରଣ ପ୍ରତିଭା…

ବିଜୁ ପଟ୍ଟନାୟକ କ୍ରୀଡା ଓ ସାହସିକତା ପୁରସ୍କାର ପ୍ରଦାନ                                                       

ଭୁବନେଶ୍ଵର: ହକି ଯାଦୁକର ମେଜର ଧ୍ୟାନଚାନ୍ଦଙ୍କର କୀର୍ତ୍ତି ଓ କୃତି  ଦ୍ଵାରା ଅନୁପ୍ରାଣିତ ହୋଇ ଶୃଙ୍ଖଳା, ଦଳଗତ ଉଦ୍ୟମ, ସାହସ ଓ ନମ୍ରତାର ମୂଲ୍ୟବୋଧକୁ ପାଥେୟ କରି ଓଡ଼ିଶା ଏବଂ ଭାରତକୁ ବିଶ୍ୱପାଇଁ କ୍ରୀଡା ଉତ୍କର୍ଷତାର ଉଜ୍ଜ୍ବଳ ବତୀଘର କରିବା ନିମନ୍ତେ ପ୍ରୟାସ କରିବାକୁ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଆହ୍ବାନ ଜଣାଇଛନ୍ତି। ଚଳିତ ଅଗଷ୍ଟ ୨୯ ତାରିଖ ଦିନ ଓଡ଼ିଶା ସରକାରଙ୍କ କ୍ରୀଡା ଓ ଯୁବ ସେବା ବିଭାଗ ଆନୁକୁଲ୍ୟରେ ଜୟଦେବ ଭବନଠାରେ ଆୟୋଜିତ…

ରୌପ୍ୟ ପଦକ ଜିତିଥିବା ଓଡ଼ିଶା ହକି ଦଳ ସମ୍ବର୍ଦ୍ଧିତ

ଭୁବନେଶ୍ୱର: ୧୫ତମ କନିଷ୍ଠ ଜାତୀୟ ହକି ଚାମ୍ପିୟନସିପ୍‌ର ପୁରୁଷ ବିଭାଗରେ ରୌପ୍ୟ ପଦକ ଜିତିଥିବା ଓଡ଼ିଶା ହକି ଦଳକୁ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସମ୍ବର୍ଦ୍ଧିତ କରିଛନ୍ତି। କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ ପୁରୁଷ ହକି ଦଳର ଏହି ସଫଳତା ପାଇଁ ଦଳର ସମସ୍ତ କ୍ରୀଡ଼ାବିତ୍‌ମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହିତ ଆଗାମୀ ଭବିଷ୍ୟତରେ ମଧ୍ୟ ଉଚ୍ଚକୋଟୀର ପ୍ରଦର୍ଶନ ମାଧ୍ୟମରେ ପଦକ ଅର୍ଜନ କରି ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଅର୍ଜନ କରିବା ନିମନ୍ତେ ସମସ୍ତ କ୍ରୀଡ଼ାବିତଙ୍କୁ…

୮୦ତମ ରାଜ୍ୟ ପୁଲିସ ଫୁଟବଲ ପ୍ରତିଯୋଗିତା- ୨୦୨୫ ଉଦଘାଟିତ

ଭୁବନେଶ୍ୱର: ସୁନ୍ଦରଗଡର ଜିଲ୍ଲା ଷ୍ଟାଡିୟମରେ ୮୦ତମ ରାଜ୍ୟ ପୁଲିସ ଫୁଟବଲ ପ୍ରତିଯୋଗିତା- ୨୦୨୫ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ସଶସ୍ତ୍ର) ରାଜେଶ କୁମାର ଯୋଗଦେଇ ଭବ୍ୟ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବା ସହ ସମସ୍ତ ପ୍ରତିଯୋଗୀ ଓ କ୍ରୀଡା ପରିଚାଳକମାନଙ୍କୁ ଖେଳୁଆଡ ମନୋଭାବ ନେଇ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ଚାମ୍ପିୟନସିପ ଆୟୋଜନ ଓ ପରିଚାଳନା ନିମନ୍ତେ ରାଜ୍ୟ ଆରକ୍ଷୀ…