ଓଡ଼ିଶାର କଳା, ସଂସ୍କୃତି ଅନୁସନ୍ଧାନ ଏବଂ ଆଧ୍ୟାତ୍ମିକ ଭୂମି ପରିଦର୍ଶନ କରିବାକୁ ଅନ୍ୟ ରାଜ୍ୟର ଲୋକଙ୍କୁ ରାଜ୍ୟପାଳଙ୍କ ନିମନ୍ତ୍ରଣ
ଭୁବନେଶ୍ୱର: ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଶନିବାର ଦିନ ଗୁଜୁରାଟର ନର୍ମଦା ଜିଲ୍ଲା ଏକତା ନଗର (କେୱଡିଆ) ସ୍ଥିତ ଷ୍ଟାଚ୍ୟୁ ଅଫ୍ ୟୁନିଟି ନିକଟରେ ଭାରତ ପର୍ବ ୨୦୨୫ ରେ ଯୋଗ ଦେଇଛନ୍ତି। ଏହି ଅବସରରେ ସମ୍ବୋଧିତ କରି ଅନ୍ୟ ରାଜ୍ୟର ଲୋକଙ୍କୁ କଳା, ସଂସ୍କୃତି ଓ ଆଧ୍ୟାତ୍ମିକତାର ଭୂମି ଓଡ଼ିଶା ପରିଦର୍ଶନ କରିବାକୁ ନିମନ୍ତ୍ରଣ କରିଛନ୍ତ। ଭାରତ ପର୍ବ ହେଉଛି ଏକ ଭାରତ- ଶ୍ରେଷ୍ଠ ଭାରତର ଭାବନାକୁ ପାଳନ କରିବା ପାଇଁ ଭାରତ…


