ଗୁରୁ କେଳୁଚରଣଙ୍କ କୀର୍ତ୍ତି ଓ କୃତି ଚିର ସ୍ମରଣୀୟ : ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର : ପଦ୍ମ ବିଭୂଷଣ ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ହେଉଛି “କେଳୁଚରଣ କୀର୍ତ୍ତି ଶତକମ୍” କାର୍ଯ୍ୟକ୍ରମ। ଜାନୁଆରୀ ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ରବୀନ୍ଦ୍ର ମଣ୍ଡପରେ ଗୁରୁ କେଳୁଚରଣଙ୍କ ଓଡ଼ିଶୀ ନୃତ୍ୟ ଶୈଳୀ ଉପରେ ଆଲୋଚନା ଚକ୍ର ଅନୁଷ୍ଠିତ ହେବା ସହିତ “ଓଡ଼ିଶୀ ସନ୍ଧ୍ୟା” କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। “ଓଡ଼ିଶୀ ସନ୍ଧ୍ୟା” କାର୍ଯ୍ୟକ୍ରମରେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଶିଷ୍ଟ ନୃତ୍ୟଶିଳ୍ପୀ ପଦ୍ମ ବିଭୂଷଣ ଡ଼. ସୋନଲ…