ଆପଦ ସମୟରେ ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ପାଇଁ ସରକାର ପ୍ରୟାସରତ- ରାଜସ୍ୱ ମନ୍ତ୍ରୀ
ଭୁବନେଶ୍ୱର: ଲିଙ୍ଗଗତ ସମାନତାର ଅଭିବୃଦ୍ଧି ଓ ବିପର୍ଯ୍ୟୟଜନିତ ଆପଦ ହ୍ରାସ ସୁନିଶ୍ଚିତ କରୁଥିବା ପ୍ରଶାସନ ନିମନ୍ତେ ଜାତୀୟ କର୍ମଶାଳା ଆରମ୍ଭ ହୋଇଛି। ଏହି ଦୁଇଦିନିଆ କର୍ମଶାଳା ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓସ୍ଡମା), ମିଳିତ ଜାତିସଂଘ ଜନସଂଖ୍ୟା ପାଣ୍ଠି (ୟୁଏନ୍ଏଫ୍ପିଏ) ସହଯୋଗରେ ସାରା ଭାରତରେ ବିପର୍ଯ୍ୟୟଜନିତ ଆପଦ ହ୍ରାସ କ୍ଷେତ୍ରରେ ଦାୟତ୍ୱସଂପନ୍ନ ପ୍ରଶାସନ ନିଶ୍ଚିତ ଭାବେ ମାର୍ଗଦର୍ଶନ ଦେବ। ଏହି କାର୍ଯ୍ୟକ୍ରମରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥା, ଓଡ଼ିଶା ସରକାର ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ…


