କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ସ୍କାଇମେଟ୍ ୱେଦର୍ ସର୍ଭିସେସ୍ ପ୍ରାଇଭେଟ୍ ଲିମିଟେଡ୍ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ, କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ ପାଣିପାଗ ସୂଚନା ନେଟୱାର୍କ ଡାଟା ସିଷ୍ଟମ (WINDS) ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ସ୍କାଇମେଟ୍ ୱେଦର୍ ସର୍ଭିସେସ୍ ପ୍ରାଇଭେଟ୍ ଲିମିଟେଡ୍ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (PMFBY) ର କାର୍ଯ୍ୟାନ୍ୱୟନକୁ ସୁଦୃଢ଼ ​​କରିବା ଉଦ୍ଦେଶ୍ୟରେ ଭାରତ ସରକାର ପାଣିପାଗ ସୂଚନା ନେଟୱାର୍କ ଡାଟା ସିଷ୍ଟମ…

ମୟୂରଭଞ୍ଜ ଏବଂ ବାଲେଶ୍ୱରରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟରେ ଓଡ୍ରାଫ ଟିମ ନିୟୋଜିତ

ବାଲେଶ୍ୱର : ଉତ୍ତର ଓଡିଶାର ବାଲେଶ୍ୱର ଓ ମୟୁରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଏବଂ ଜଳକା ଭଳି ପ୍ରମୁଖ ନଦୀର ଜଳସ୍ତର ବୃଦ୍ଧି ପରେ  ବନ୍ୟା ପରିସ୍ଥିତି ଦେଖା ଯାଇଥିଲା। ଏହି ପରିପ୍ରେକ୍ଷୀରେ ଓଡ଼ିଶା ବିପର୍ଯ୍ୟୟ ରାପିଡ୍ ଆକ୍ସନ ଫୋର୍ସ (ODRAF) ବନ୍ୟା ପ୍ରଭାବିତ ଉଭୟ ଜିଲ୍ଲାରେ ବ୍ୟାପକ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟରେ ନିରନ୍ତର ନିୟୋଜିତ ହୋଇଛି। ଓଡ୍ରାଫ ଟିମ ଲୋକଙ୍କ ଧନ ଜୀବନ ସୁରକ୍ଷିତ କରିବାରେ  ପ୍ରମୁଖ ଭୁମିକା ଗ୍ରହଣ…

ବର୍ଷା ପାଇଁ  ସହରାଞ୍ଚଳ ସ୍ଥାନୀୟ ସଂସ୍ଥାଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର : ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା କରି ଗୃହ ଓ ନଗର ଉନ୍ନୟନ ବିଭାଗ ରାଜ୍ୟର ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲବି) କୁ ସତର୍କ ରହିବାକୁ ଏବଂ ସମସ୍ତ ଆବଶ୍ୟକୀୟ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଜାରି କରିଛି।  ଗୃହ ଓ ନଗର ଉନ୍ନୟନ ବିଭାଗ  ପ୍ରମୁଖ ସଚିବ ଉଷା ପାଢ଼ୀ ୟୁଏଲବି ଗୁଡ଼ିକୁ ସମ୍ଭାବ୍ୟ ଜଳାବଦ୍ଧ ଅଞ୍ଚଳରେ ଜଳ ନିଷ୍କାସନ ନିମନ୍ତେ ପଣି ପମ୍ପକୁ ଆଗୁଆ ରଖିବା ସହ…