କାରଖାନା ଅଗ୍ନୀ ସୁରକ୍ଷା ଅଧିକାରୀଙ୍କ ତାଲିମ କର୍ମଶାଳା
ଭୁବନେଶ୍ୱର: ଶିଳ୍ପାୟନ ରେ ଅଗ୍ନୀ ସୁରକ୍ଷାକୁ ସୁନିଶ୍ଚିତ କରିବା ପାଇଁ କାରଖାନା ମାନଙ୍କରେ ନିଯୁକ୍ତ ଅଗ୍ନୀ ସୁରକ୍ଷା ଅଧିକାରୀ ମାନଙ୍କର ପାରିଦର୍ଶିତା ବୃଦ୍ଧି ନିମନ୍ତେ କାରଖାନା ଏବଂ ବାଷ୍ପୀତ୍ର ନିର୍ଦ୍ଦେଶାଳୟ ପକ୍ଷରୁ ଭୁବନେଶ୍ବର ସ୍ଥିତ ରାଜ୍ୟ ଶ୍ରମ ସଂସ୍ଥାନ ଆନୁକୁଲ୍ୟରେ ସଂସ୍ଥାନ ସମ୍ମିଳନୀ କକ୍ଷରେ ଏକ ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇ ଯାଉଛି। ପୂର୍ବାହ୍ନରେ କର୍ମଶାଳାକୁ ମୁଖ୍ୟ ଅତିଥି ସରକାରଙ୍କ ଶ୍ରମ ଏବ୍ଂ ରାଜ୍ୟ କର୍ମଚାରୀ ବୀମା ବିଭାଗର ଅତିରିକ୍ତ ଶାସନ ସଚିବ ତଥା କାରଖାନା ଏବଂ…


