୧୧ ଅତିରିକ୍ତ ଜିଲ୍ଲା ଜଜ କୋର୍ଟ ପ୍ରତିଷ୍ଠା ନେଇ ବିଜ୍ଞପ୍ତି ଜାରି
ଭୁବନେଶ୍ୱର: ଜନସାଧାରଣଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ ନିମନ୍ତେ ୧୧ଗୋଟି ଅତିରିକ୍ତ ଜିଲ୍ଲା ଜଜ କୋର୍ଟ ପ୍ରତିଷ୍ଠା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛିI ଏହି କ୍ରମରେ ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀ, ନୟାଗଡ଼ ଓ କେନ୍ଦ୍ରାପଡା ଜିଲ୍ଲାରେ ଗୋଟିଏ ଲେଖାଏଁ ଅତିରିକ୍ତ ଜିଲ୍ଲା ଜଜ ( ଭିଜିଲାନ୍ସ ) କୋର୍ଟ ପ୍ରତିଷ୍ଠା ପାଇଁ ତା ୦୪. ୦୮. ୨୦୨୫ ରିଖରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏତଦବ୍ୟତୀତ ପୁରୀ ଜିଲ୍ଲାର ପିପିଲି, ନୟାଗଡ଼ ଜିଲ୍ଲାର ରଣପୁର,…
