କେନ୍ଦୁପତ୍ର ତୋଳାଳୀ ଓ ବନ୍ଧାଳିଙ୍କ ପାଇଁ ୪୧ କୋଟି ୧୭ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେବଗଡ଼ ଜିଲ୍ଲା ଗସ୍ତରେ ଯାଇ ସେଠାରେ ପ୍ରାୟ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ ଦେବଗଡ଼ ଜିଲ୍ଲା ପାଇଁ ୩୦୦ ଶଯ୍ୟା ବିଶିଷ୍ଟ ନବ ନିର୍ମିତ ଡାକ୍ତରଖାନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଉଦ୍ଘାଟିତ ହୋଇଛି । ସୂଚନା ଥାଉକି ଏହି ପ୍ରକଳ୍ପ ଗୁଡିକ ମଧ୍ୟରେ ୧୧ଟି ସ୍ୱାସ୍ଥ୍ୟସେବା ପ୍ରକଳ୍ପ ଏବଂ 4 ଟି ଶିକ୍ଷା…
