ଓଡିଶା ମାଷ୍ଟର୍ସ ୨୦୨୫: ଉନ୍ନତି ହୁଡ଼ା ମହିଳା ଚମ୍ପିୟାନ, ରନର୍ସ ଅପ ହେଲେ ଇସାରାଣୀ ବରୁଆ
ଭୁବନେଶ୍ୱର/କଟକ: କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍ଯାପିତ ହୋଇଯାଇଛି। ଡିସେମ୍ବର ୯ ତାରିଖରୁ ଆରମ୍ଭ ହୋଇଥିବା ଏହି ଅନ୍ତର୍ଜାତୀୟ ପ୍ରତିଯୋଗିତାର ପ୍ରତ୍ୟେକ ବର୍ଗର ଫାଇନାଲ ମ୍ୟାଚ୍ ଆଜି ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନୁଷ୍ଠିତ ହୋଇଥିଲା। ମହିଳା ସିଙ୍ଗଲସ, ପୁରୁଷ ସିଙ୍ଗଲସ, ମହିଳା ଡବଲସ, ପୁରୁଷ ଡବଲସ ଏବଂ ମିକ୍ସଡ଼ ଡବଲସ ଏ ସମସ୍ତ ବିଭାଗର ଫାଇନାଲ ମ୍ୟାଚ୍ ଆଜି…


