ଅଧିକାର ସୁରକ୍ଷିତ ହେଲେ ସମାଜ ସମୃଦ୍ଧ ହୁଏ: ରାଜ୍ୟପାଳ
ଭୁବନେଶ୍ୱର : ଅଧିକାର ସୁରକ୍ଷିତ ହେଲେ ସାମାଜ ସୁଦୃଢ଼ ହୁଏ ବୋଲି ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି କହିଛନ୍ତି। ବୁଧବାର ଦିନ ଓଡ଼ିଶା ମାନବିକ ଅଧିକାର ଆୟୋଗ ଆନୁକୂଲ୍ୟରେ ସମ୍ବଲପୁରଠାରେ ଆୟୋଜିତ ବିଶ୍ଵ ମାନବାଧିକାର ଦିବସ ପାଳନ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଲ ଏହା କହିବା ସହିତ ମାନବାଧିକାରକୁ ବଜାୟ ରଖିବା ପାଇଁ ସାମୂହିକ ପ୍ରତିବଦ୍ଧତା ପାଇଁ ଆହ୍ୱାନ ଜଣାଇଛନ୍ତି। ଏହି ସମାରୋହରେ ଉଦବୋଧନ ଦେଇ ଅଧିକାରଗୁଡ଼ିକ କେବଳ ଆଇନ ମାଧ୍ୟମରେ ନୁହେଁ…


