ବାଣପୁର ବ୍ଲକର ସ୍ଵପ୍ନେଶ୍ଵର ମହାଦେବ ମନ୍ଦିରକୁ ଏଏସଆଇ ପକ୍ଷରୁ ସଂରକ୍ଷିତ ସ୍ମାରକୀ ଘୋଷଣା
ଭୁବନେଶ୍ୱର : ବାଣପୁର ବ୍ଲକର ନୀଳାଦ୍ରିପ୍ରସାଦ ପଞ୍ଚାୟତର ପୁଞ୍ଜିଆମା ଗ୍ରାମରେ ଥିବା ଷଷ୍ଠ ଶତାବ୍ଦୀର ସ୍ଵପ୍ନେଶ୍ଵର ମହାଦେବ ମନ୍ଦିରକୁ ଏଏସଆଇ ପକ୍ଷରୁ ସଂରକ୍ଷିତ ସ୍ମାରକୀ ଭାବେ ଘୋଷଣା କରାଯାଇଛିI ଓଡିଶାର ଐତିହ୍ୟକୁ ଏହି ବିଶେଷ ଅବଦାନ ପାଇଁ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି I ସୂଚନାଯୋଗ୍ୟ କି ଶୈଳୋଭବଙ୍କ ସାମ୍ରାଜ୍ୟ ଅର୍ଥାତ ଷଷ୍ଠ…
