ସହରାଞ୍ଚଳର ଗରିବ ଓ ମଧ୍ୟବିତ୍ତ ପରିବାରଙ୍କ ପାଇଁ ଛାତ ଘର ସୁନିଶ୍ଚିତ କରିବା ସର୍ବୋଚ୍ଚ ପ୍ରାଥମିକତା
ବାରିପଦା / ଭୁବନେଶ୍ବର: ପ୍ରତ୍ୟେକ ଯୋଗ୍ୟ ପରିବାରକୁ ଏକ ସୁରକ୍ଷିତ ଏବଂ ସ୍ଥାୟୀ ( ପକା ) ଘର ଯୋଗାଇ ଦେବା ପାଇଁ ରାଜ୍ୟ ସରକାରଙ୍କ ଦୃଢ଼ ପ୍ରତିବଦ୍ଧତାକୁ ଦୋହରାଇ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ବାରିପଦା ପୌରପାଳିକା ଦ୍ୱାରା ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ) – PMAY-U 2.0 ଅଧୀନରେ ୬୧ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି। ଏହି ଅବସରରେ ଉଦବୋଧନ…


