ଓଡ଼ିଆ ପ୍ରେନ୍ୟୁର ସ୍ମାର୍ଟ ଓଡ଼ିଶା ହାକାଥନ୍ ୩.0 ୱେବସାଇଟ୍ ମାଧ୍ୟମରେ ନିଜର ସୃଜନଶୀଳତାକୁ ପଞ୍ଜୀକରଣ କରିବେ ଛାତ୍ରଛାତ୍ରୀ
ଭୁବନେଶ୍ବର : ଯୁବପିଢ଼ିଙ୍କ ମଧ୍ୟରେ ନବସୃଜନତା ଏବଂ ଉଦ୍ୟୋଗୀ ଚିନ୍ତାଧାରାକୁ ପ୍ରୋତ୍ସାହିତ କରିବା ପାଇଁ ଆୟୋଜନ କରାଯାଉଛି ଓଡ଼ିଆପ୍ରେନ୍ୟୁର ସ୍ମାର୍ଟ ଓଡ଼ିଶା ହାକାଥନ୍ ୩.0 । ଓଡ଼ିଶା ସରକାରଙ୍କ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ, ଆଇଆଇଟି ଭୁବନେଶ୍ୱରର ଗବେଷଣା ଓ ଉଦ୍ୟୋଗୀତା ବିଭାଗ ଏବଂ ୟୁନିସେଫ୍ ର ମିଳିତ ସହଯୋଗରେ ଉଚ୍ଚ ମାଧ୍ୟମିକ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପାଇଁ ଏକ ରାଜ୍ୟସ୍ତରୀୟ ହାକାଥନ୍ ର ଆୟୋଜନ କରାଯିବ। ଏହିକ୍ରମରେ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଆଜି ଓଡ଼ିଆପ୍ରେନ୍ୟୁର…


