ଓଡ଼ିଶା କ୍ୟାଡର ଆଇ.ଏ.ଏସ. ପ୍ରଶିକ୍ଷାର୍ଥୀଙ୍କ SSEPD ବିଭାଗ ପରିଦର୍ଶନ
ଭୁବନେଶ୍ୱର: ଓଡ଼ିଶା କ୍ୟାଡରର ଏକ ଆଇ.ଏ.ଏସ. (IAS) ପ୍ରଶିକ୍ଷାର୍ଥୀ ଦଳ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ (SSEPD) ବିଭାଗ ପରିଦର୍ଶନ କରିଛନ୍ତି। ସେମାନଙ୍କ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣର ଏକ ଅଂଶସ୍ୱରୂପ, ଭବିଷ୍ୟତର ଏହି ପ୍ରଶାସକମାନଙ୍କୁ ସାମାଜିକ କଲ୍ୟାଣ, ଅନ୍ତର୍ଭୁକ୍ତିମୂଳକ ଶାସନ ଏବଂ ତୃଣମୂଳ ସ୍ତରରେ ସେବା ପ୍ରଦାନ ପ୍ରକ୍ରିୟା ସହ ପରିଚିତ କରାଇବା ପାଇଁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ସମିଳନୀରେ SSEPD ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ବିଭାଗର…


