ହସ୍ତଶିଳ୍ପୀଙ୍କ କଲ୍ୟାଣକୁ କେନ୍ଦ୍ର କରି ଚିଠା ନୀତି ପ୍ରସ୍ତୁତ ହୋଇଛି : ମନ୍ତ୍ରୀ
ଭୁବନେଶ୍ଵର: “ଓଡ଼ିଶା ହସ୍ତଶିଳ୍ପ ଚିଠା ନୀତି–୨୦୨୬” ପରାମର୍ଶଦାତା କର୍ମଶାଳା ସ୍ଥାନୀୟ ମେ ଫେୟାର ହୋଟେଲଠାରେ ଅନୁଷ୍ଠିତ ହୋଇଯାଇଛି। ମାନ୍ୟବର ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ ଏହି କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ କହିଛନ୍ତି, ହସ୍ତଶିଳ୍ପ ଆମ ସଂସ୍କୃତିର ସ୍ପନ୍ଦନ ଓ ଅସ୍ମିତାର ନିଦର୍ଶନ । ହସ୍ତଶିଳ୍ପୀମାନେ ଆମ ସାଂସ୍କୃତିକ ଐତିହ୍ୟର ସରଂକ୍ଷକ। ତେଣୁ ହସ୍ତଶିଳ୍ପର ସୁରକ୍ଷା, ସରଂକ୍ଷଣ ଓ ପ୍ରସାର ପ୍ରଚାର ସହ…


