ବନ ସୁରକ୍ଷା ଓ ସବୁଜ ବଳୟ ସୃଷ୍ଟିରେ ଓଡିଶା ଦେଶର ଅଗ୍ରଣୀ ରାଜ୍ୟ
ଭୁବନେଶ୍ୱର: ପ୍ରକୃତିର ଅନନ୍ୟ ବରଦାନ ହେଉଛି ଆମର ସବୁଜ ବନାନୀ। ଏହା ଆମ ଜୀବନ ଓ ଜୀବିକାର ଆଧାର ଅଟେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶ୍ୱ ବନ ଦିବସ-୨୦୨୬ ପାଳନ ଅବସରରେ କହିଛନ୍ତି। ଭୁବନେଶ୍ୱର ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟର ଠାରେ ଏହି ଉପଲକ୍ଷେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସୁସ୍ଥ ପରିବେଶ ତଥା ମନୁଷ୍ୟ ଜୀବନରେ ବଣ ଜଙ୍ଗଲର ମହତ୍ତ୍ୱ ବିଷୟରେ ଜନସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଆମେ ଏହି…


