ଚାଷୀମାନେ ନିକଟସ୍ଥ ପାକ୍ସ, କମନ ସର୍ଭିସ ସେଣ୍ଟର ଓ ସହାୟକ ମୋଡ଼୍ରେ ପଞ୍ଜିକରଣ କରିପାରିବେ
ଭୁବନେଶ୍ୱର: ଆଗାମୀ ଖରିଫ ଧାନ ସଂଗ୍ରହ ଋତୁ ୨୦୨୬-୨୭ ପାଇଁ ଚାଷୀ ପଞ୍ଜିକରଣ ପ୍ରକ୍ରିୟାକୁ ସୁଗମ ଓ ସ୍ୱଚ୍ଛ କରିବା ଉଦ୍ଦେଶ୍ୟରେ ଆନ୍ତଃ-ମନ୍ତ୍ରୀସ୍ତରୀୟ କମିଟି (Inter-Ministerial Committee) ବୈଠକ ଅନୁଷ୍ଠିତ ହୋଇଯାଇଛି। ଉପ-ମୁଖ୍ୟମନ୍ତ୍ରୀଙ୍କ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ପଞ୍ଚାୟତିରାଜ ଓ ପାନୀୟଜଳ…


