ଜନଜାତି ପାଇଁ ଉଦ୍ଦିଷ୍ଟ ଯୋଜନାର କାର୍ଯ୍ୟକାରିତା ସମୟରେ ଅଧିକାରୀମାନେ ସହାନୁଭୂତିଶୀଳ ଆଭିମୁଖ୍ୟ ଗ୍ରହଣ କରନ୍ତୁ: ରାଜ୍ୟପାଳ

ଭୁବନେଶ୍ୱର: ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ଯୋଜନାଗୁଡିକର କାର୍ଯ୍ୟକାରିତା ସମୟରେ ଅଧିକାରୀମାନେ ମାନବିକ ଓ ସହାନୁଭୂତିଶୀଳ ଆଭିମୁଖ୍ୟ ଗ୍ରହଣ କରନ୍ତୁ ବୋଲି ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ନିର୍ଦ୍ଦେଶ ଦେଇଛନ୍ତିI ଚଳିତ ଅଗଷ୍ଟ ୨୩ ତାରିଖ ଦିନ ରାଜଭବନର ନ୍ୟୁ ଅଭିଷେକ ହଲଠାରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର…

ଓଡିଶା ମହାକାଶ ଉପଯୋଗ କେନ୍ଦ୍ରରେ ଜାତୀୟ ମହାକାଶ ଦିବସ ପାଳିତ

ଭୁବନେଶ୍ୱର: ଓଡିଶା ମହାକାଶ ଉପଯୋଗ କେନ୍ଦ୍ରରେ ଜାତୀୟ ମହାକାଶ ଦିବସ ମହାସମାରୋହରେ ପାଳିତ ହୋଇଛି। ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏହି ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଓଡିଶା ମହାକାଶ ଉପଯୋଗ କେନ୍ଦ୍ରର (ଓରସାକ) ବିଭିନ୍ନ ଭୂମିକା ଉପରେ ଆଲୋକପାତ କରିଥିଲେ। ଆଜିର ଦିବସ ପ୍ରତ୍ୟେକ ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ପ୍ରେରଣାଦାୟୀ ହେବାନେଇ ମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଜ୍ଞାନ ପ୍ରତି ଆଗ୍ରହ ରହିଲେ ଦେଶରେ ପ୍ରଗତିର ନୂତନ…

ଅଗ୍ନିଶମ ବାହିନୀରେ ସାମିଲ ହେଲେ ୯୧୧ ଅଗ୍ନିଯୋଦ୍ଧା

ଭୁବନେଶ୍ୱର: ବିପଦରେ ପଡ଼ିଥିବା ଲୋକଙ୍କ ପାଇଁ ସରକାରଙ୍କ ପକ୍ଷରୁ ସହାୟତା ଦେବା ପାଇଁ ପ୍ରଥମେ ପହଞ୍ଚିଥାନ୍ତି ଆମ ଅଗ୍ନିଯୋଦ୍ଧାମାନେ। ସେମାନେ ହେଉଛନ୍ତି ପ୍ରଥମ ରେସ୍୍ପଣ୍ଡର। ବିପନ୍ନ ଲୋକଙ୍କ ପାଖରେ ସେମାନେ ସରକାରଙ୍କ ଚେହେରା ବୋଲି ଭୁବନେଶ୍ବର ବରମୁଣ୍ଡା ଅଗ୍ନିଶମ ପ୍ରଶିକ୍ଷଣ କେନ୍ଦ୍ରରେ ଆୟୋଜିତ ୬୧ ତମ  ଅଗ୍ନିଯୋଦ୍ଧା ଦୀକ୍ଷାନ୍ତ ସମାରୋହରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ସୂଚନାଯୋଗ୍ୟ ଯେ, ସମୁଦାୟ ୯୧୧ ଜଣ ଅଗ୍ନିଯୋଦ୍ଧା ପାସିଙ୍ଗ ଆଉଟ ପରେଡରେ ଯୋଗ ଦେଇ ଅଗ୍ନିଶମ ବାହିନୀରେ…

ଚାଷୀ ଏବଂ କୃଷି ଉଦ୍ୟୋଗୀ ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’ର ଲାଭ ଉଠାଇବାକୁ ପରାମର୍ଶ

ଭୁବନେଶ୍ୱର: ରାଜ୍ୟରେ କାର୍ୟ୍ୟକାରୀ ହେଉଥିବା  “ମୁଖ୍ୟମନ୍ତ୍ରୀକାମଧେନୁଯୋଜନା”ର ସଫଳ  କାର୍ୟ୍ୟକାରିତା ସଂପର୍କରେ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ବୁଧବାର ଅନୁଷ୍ଠିତ ଏହି  ବୈଠକରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠଙ୍କ ଉପସ୍ଥିତିରେ ଯୋଜନାର କାର୍ୟ୍ୟାନ୍ୱୟନ ସ୍ଥିତି ଓ ଅଗ୍ରଗତି ସଂପର୍କରେ ବିଶଦ୍ ଆଲୋଚନା କରାଯାଇଥିଲା। ଯୋଜନାର କାର୍ୟ୍ୟକାରିତା ଅନୁଧ୍ୟାନ ପୂର୍ବକ ଏହି ଯୋଜନାରୁ ଗୋପାଳନ କରୁଥିବା ଚାଷୀ ଏବଂ କୃଷି ଉଦ୍ୟୋଗୀମାନେ କିପରି ଅଧିକ…

ବିଶ୍ୱ ବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀ ସାମାଜିକ ପରିବର୍ତ୍ତନର ଦାୟିତ୍ୱ ନିଅନ୍ତୁ – ରାଜ୍ୟପାଳ

ଭୁବନେଶ୍ୱର: ବିଶ୍ୱବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀମାନେ ଶିକ୍ଷାକୁ ଏକ ସାମୁହିକ ଦାୟିତ୍ୱ ଭାବରେ ଗ୍ରହଣ କରିବା, ସେମାନଙ୍କର ଜ୍ଞାନକୁ ସମାଜର ଉନ୍ନତି ଏବଂ କରୁଣାପୂର୍ଣ୍ଣ ସମାଜ ଗଠନ ପାଇଁ ବ୍ୟବହାର କରିବା ସହ ସାମାଜିକ ପରିବର୍ତ୍ତନର ଦାୟିତ୍ୱ ନିଅନ୍ତୁ ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଆହ୍ୱାନ ଜଣାଇଛନ୍ତି। ଚଳିତ ଅଗଷ୍ଟ ୨୧ ତାରିଖ ଅପରାହ୍ନରେ ଉକôଳ ବିଶ୍ୱବିଦ୍ୟାଳୟ, ବାଣୀବିହାରର ଏମ୍କେସିଜି ଅଡିଟୋରିୟମ୍ ଠାରେ ଉକôଳ ବିଶ୍ୱ ବିଦ୍ୟାଳୟର ଆଲୁମିନି ଆସୋସିଏସନ୍ର ପଂଚମ ବାର୍ଷିକ ସମାରୋହରେ ମୁଖ୍ୟ…

ଜଳବିଭାଜିକା ଯୋଜନାରେ ସର୍ବାଧିକ ପରିମାଣର ପାଣ୍ଠି ବ୍ୟବହାର କରିଥିବାରୁ ଓଡ଼ିଶା ସରକାରଙ୍କୁ ପ୍ରଶଂସା

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାୟୀ ଯୋଜନା ୨.୦ର ଜଳବିଭାଜିକା ଅଧୀନରେ ପାଣ୍ଠି ବ୍ୟବହାରରେ ଓଡ଼ିଶା ସର୍ବୋତ୍ତମ ପ୍ରଦର୍ଶନକାରୀ ରାଜ୍ୟ ହୋଇଛି। କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ, ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦେଶର ସମସ୍ତ ରାଜ୍ୟ ଏବଂ ଜମ୍ମୁ କାଶ୍ମୀର, ଲଦାଖ କେନ୍ଦ୍ରଶାସିତ ପ୍ରଦେଶର ଜଳବିଭାଜିକା-ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାୟୀ ଯୋଜନା ୨.୦ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଅନୁମୋଦିତ ପାଣ୍ଠିର ୮୩% ବ୍ୟବହାର କରି ଓଡ଼ିଶା ସାରା ଦେଶରେ ପ୍ରଥମ…

ପର୍ଯ୍ୟଟନ ବିକାଶ ଓଡ଼ିଶାର ଐତିହ୍ୟ ସଂରକ୍ଷଣ, ପର୍ଯ୍ୟଟନ ବିବିଧତାକୁ ବିଶ୍ୱସ୍ତରରେ ପହଞ୍ଚାଇବ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଲୋକସେବା ଭବନରେ ପର୍ଯ୍ୟଟନ ବିଭାଗର ତିନୋଟି ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଓଡ଼ିଶାର ପର୍ଯ୍ୟଟନର ବିକାଶରେ ଯୋଡ଼ି ହୋଇଥିବା ଏହି ନୂତନ ଫର୍ଦ୍ଦର ଉନ୍ମୋଚନ ଅବସରରେ ମୁଖ୍ୟଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ଓଡିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଯୋଗ ଦେଇଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ତିନୋଟି ବୁଝାମଣାପତ୍ର ଓଡ଼ିଶାର ଐତିହ୍ୟ ସଂରକ୍ଷଣ, ପର୍ଯ୍ୟଟନ ବିବିଧତା…

ନିଟ୍ ପରୀକ୍ଷାରେ ସଫଳ କେଜିବିଭି ଛାତ୍ରୀ ପଢ଼ିବେ ଡାକ୍ତରୀ

ଭୁବନେଶ୍ବର: ରାଜ୍ୟ ପାଇଁ ଗୌରବ ଆଣିଲେ କସ୍ତୁରବା ଗାନ୍ଧୀ ଆବାସିକ ବାଳିକା ବିଦ୍ୟାଳୟ (କେଜିବିଭି)ରେ ରହି ପାଠପଢୁଥିବା ଛାତ୍ରୀ। ସମ୍ବଲପୁର ଜିଲ୍ଲା ବାମରାସ୍ଥିତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ (ଟାଇପ୍- IV) ହଷ୍ଟେଲରେ ରହି ଓଡିଶା ଆଦର୍ଶ ବିଦ୍ୟାଳୟରେ ପାଠ ପଢୁଥିବା ପୂର୍ବତନ ଛାତ୍ରୀ ତଥା ଆଇକନିକ୍ ଆଚିଭର୍ ଲିଜା ମାଝୀ ଚଳିତ ବର୍ଷ ଡାକ୍ତରୀ ପ୍ରବେଶିକା ପରୀକ୍ଷା ନିଟ୍-୨୦୨୫ (NEET-2025)ରେ କୃତକାର୍ଯ୍ୟ ହୋଇଛନ୍ତି ଏବଂ ସୁନ୍ଦରଗଡ଼ସ୍ଥିତ ସରକାରୀ ମେଡିକାଲ୍ କଲେଜ ଓ ହସ୍ପିଟାଲରେ ପଢିବେ ଡାକ୍ତରୀ।…

ତୃଣମୂଳସ୍ତରରେ ଚାଷୀଙ୍କ ସମସ୍ୟା ସମାଧାନ ପାଇଁ ପଦକ୍ଷେପ

ଭୁବନେଶ୍ୱର: ସରକାରଙ୍କ ଦ୍ଵାରା ପ୍ରଣିତ ବିଭିନ୍ନ କୃଷି ଯୋଜନା ଏବଂ କାର୍ଯ୍ୟକ୍ରମର ପ୍ରଭାବଶାଳୀ କାର୍ଯ୍ୟାନ୍ଵୟନକୁ ସୁନିଶ୍ଚିତ ତଥା ଲୋକାଭିମୁଖୀ କରିବା ପାଇଁ କୃଷି ବିଭାଗର ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ କରିବେl  ଏନେଇ କୃଷି ବିଭାଗ ପକ୍ଷରୁ ଏକ ସୂଚନା ଜାରି କରିଛନ୍ତି ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢୀl  ତୃଣମୂଳସ୍ତରରେ ବାସ୍ତବିକ ପରିସ୍ଥିତି ଅନୁଧ୍ୟାନ କରିବା ସହ କୃଷକ ଓ କୃଷି କ୍ଷେତ୍ରରେ ଆଗଧାଡ଼ିରେ କାର୍ଯ୍ୟ କରୁଥିବା ଲୋକଙ୍କ ସମସ୍ୟାର ସମାଧାନ ହୋଇପାରିବl…

ସିକଲ୍ ସେଲ୍ ଏବଂ ଥାଲାସେମିଆ ପରିଚାଳନା ବୈଠକ

ଭୁବନେଶ୍ୱର: ସିକଲ୍ ସେଲ୍ ଏବଂ ଥାଲାସିମିଆ ପରିଚାଳନା ବୈଠକ କମିଶନର ତଥା ଶାସନ ସଚିବ ଅସ୍ବତୀ ଏସ.ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେଇଛି। ବୈଠକରେ ରାଜ୍ୟରେ ସିକଲ୍ ସେଲ୍ ଓ ଥାଲାସିମିଆର ବର୍ତ୍ତମାନ ସ୍ଥିତି, ପ୍ରାରମ୍ଭିକ ସନ୍ଧାନ, ପ୍ରତିରୋଧୀମୂଳକ ବ୍ୟବସ୍ଥା, ଚିକିତ୍ସା ସୁବିଧା ଓ ରୋଗୀ ସେବା ସମ୍ପର୍କରେ ସମୀକ୍ଷା କରାଯାଇଛି। ଏହି ବୈଠକରେ ସ୍କ୍ରିନିଂ ପ୍ରୋଗ୍ରାମ୍, ଜିନେଟିକ କାଉନସିଲିଙ୍ଗ, ନିଦାନ ସୁବିଧା ବାବଦରେ ଆଲୋଚନା କରାଯାଇଛି। ଏନ୍ଏଚ୍‌ଏମ୍ ମିଶନ୍ ଡିରେକ୍ଟର୍ ଡ଼. ବୃଦ୍ଧା ଡି. ପିପିଟି ପ୍ରେଜେଣ୍ଟେସନ…