ନୀତି ଆୟୋଗର ଉପାଧ୍ୟକ୍ଷଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ଓଡ଼ିଶାର ସାମଗ୍ରିକ ବିକାଶ ନେଇ ଆଲୋଚନା
ଭୁବନେଶ୍ୱର: ନୀତି ଆୟୋଗର ଉପାଧ୍ୟକ୍ଷ ସୁମନ କୁମାର ବେରୀଆଜି ଲୋକ ସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂ, ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗର ସଚିବଙ୍କ ସହ ଏକ ବୈଠକରେ ଯୋଗ ଦେଇ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେl ଏଥିରେ ନୀତି ଆୟୋଗର ସଦସ୍ୟ ଡଃ ଅରବିନ୍ଦ ଭିରମାନୀଙ୍କ ସମେତ ଅନ୍ୟ ପଦାଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେl ବୈଠକରେ ଓଡ଼ିଶାର…


