‘ଓଡ଼ିଶାରେ ପ୍ରତିଭାର ଅଭାବ ନାହିଁ’
ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କ ନେତୃତ୍ୱ, ସୃଜନଶୀଳତା ଓ ନବସୃଜନକୁ ଜାତୀୟ ସ୍ତରରେ ନୂଆ ପରିଚୟ ଦେବା ଉଦ୍ଦେଶ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏକ ସାମ୍ବାଦିକ ସମ୍ମିଳନୀରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ (VBYLD)-୨୦୨୭’ସମ୍ପର୍କରେ ସୂଚନା ଦେଇଛନ୍ତି। କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଅଧୀନସ୍ଥ ‘MY Bharat’ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଏହି ଅଭିଯାନ ମାଧ୍ୟମରେ ଯୁବମାନଙ୍କୁ ‘ବିକଶିତ ଭାରତ @୨୦୪୭’ର ଲକ୍ଷ୍ୟ ପ୍ରତି ନିଜର…


