ରାଜସ୍ୱ ସେବା ଅଧିକାରୀମାନେ ଆନ୍ତରିକତା ଓ ସମର୍ପଣର ସହ ସେବା କରନ୍ତୁ – ରାଜ୍ୟପାଳ
ଭୁବନେଶ୍ୱର: ରାଜସ୍ୱ ସେବା ହେଉଛି ଶାସନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସେବା ମଧ୍ୟରୁ ଅନ୍ୟତମ, ଯାହା ଜନସାଧାରଣଙ୍କ ସହ ପ୍ରତ୍ୟେକ୍ଷ ଭାବେ ଜଡିତ ହୋଇ ରହିଥାଏ। ଏଣୁ ଓଡ଼ିଶା ରାଜସ୍ୱ ସେବା ଅଧିକାରୀମାନେ ଆନ୍ତରିକତା ଓ ସମର୍ପଣ ସହ ସେବା ଯୋଗାଇବାକୁ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଆହ୍ୱାନ ଜଣାଇଛନ୍ତି। ରାଜଭବନର ନୁ୍ୟ ଅଭିଷେକ ହଲ୍ଠାରେ ରେଭେନୁ୍ୟ ଅଫିସର୍ସ ଟ୍ରେନିଂ ଇନଷ୍ଟିଚୁ୍ୟଟ୍ରେ ତାଲିମ୍ ନେଉଥିବା ୨୦୨୨ ବ୍ୟାଚ୍ର ଓଡ଼ିଶା ରାଜସ୍ୱ ସେବାର ଅଧିକାରୀମାନଙ୍କ ସହ ବାର୍ତ୍ତାଳାପ ଅବସରରେ…


