ତେଲେନଡ଼ିହି ଖଣି ଚୋରି ମାମଲା: ସୁନ୍ଦରଗଡ଼ ଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
ତେଲେନଡ଼ିହିର ବିଶାଳ ଚୋରା ଖଣିରୁ କୋଇଲା ଚାଲାଣ ହେଉଥିଲା। କୋଲ ୱାସେରି ଓ କୋଲ ଡିପୋମାନଙ୍କୁ ଚୋରା କୋଇଲା ଯାଉଥିବା ସନ୍ଦେହ ଉପୁଜିଛି। ଅଞ୍ଚଳର ସମସ୍ତ କୋଲ ୱାସେରି ଓ କୋଲ ଡିପୋକୁ ଯାଞ୍ଚ କରିବା ସହ ଷ୍ଟକର ହିସାବ ନେବା ପାଇଁ ସୁନ୍ଦରଗଡ଼ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଯଦି ହିସାବରୁ ଅଧିକ କୋଇଲା ବାହାରିଲା, ତାହାଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସୁନ୍ଦରଗଡ଼ ଜିଲ୍ଲାପାଳ। ତେଲେନଡ଼ିହିର ବିଶାଳ ଚୋରା ଖଣିରୁ କୋଇଲା ଚାଲାଣ ହେଉଥିଲା। କୋଲ…


